ଯିରିମୀୟ 1:1 - ପବିତ୍ର ବାଇବଲ1 ଏହା ହେଉଛି ଭବିଷ୍ୟଦ୍ବକ୍ତା ଯିରିମିୟଙ୍କ ବାକ୍ୟ। ହିଲ୍କିୟଙ୍କର ପୁତ୍ର ଯିରିମିୟ ଯାଜକମାନଙ୍କ ମଧ୍ୟରୁ ଜଣେ ଯିଏ କି ଅନାଥୋତ୍ ପ୍ରଦେଶର ବିନ୍ୟାମୀନଙ୍କର ଗୋଷ୍ଠୀର ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)1 ବିନ୍ୟାମୀନ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କର ବାକ୍ୟ; See the chapterଓଡିଆ ବାଇବେଲ1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ; See the chapter |