ଯିରିମୀୟ 11:7 - ପବିତ୍ର ବାଇବଲ7 ମୁଁ ଯେଉଁ ଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସେବେଠାରୁ ମୁଁ ବାରମ୍ବାର ସେମାନଙ୍କୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ। See the chapterପବିତ୍ର ବାଇବଲ (Re-edited) - (BSI)7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର। See the chapterଓଡିଆ ବାଇବେଲ7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର। See the chapter |