ଯିରିମୀୟ 11:8 - ପବିତ୍ର ବାଇବଲ8 ମାତ୍ର ସେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରତ୍ୟେକ ନିଜ ନିଜ ଦୁଷ୍ଟ ଅନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସେମାନଙ୍କ ଉପରେ ତାହା ବର୍ତ୍ତାଇଲୁ। ତଥାପି ସେମାନେ ପାଳନ କଲେ ନାହିଁ।’” See the chapterପବିତ୍ର ବାଇବଲ (Re-edited) - (BSI)8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ। See the chapterଓଡିଆ ବାଇବେଲ8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।’” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ସେମାନେ ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କଲେ; ଏନିମନ୍ତେ ଆମ୍ଭେ ପାଳନ କରିବା ପାଇଁ ସେମାନଙ୍କୁ ଯେଉଁ ନିୟମ ଆଦେଶ କଲୁ, ତହିଁର ସକଳ କଥା ସେମାନଙ୍କ ଉପରେ ବର୍ତ୍ତାଇଲୁ, ତଥାପି ସେମାନେ ପାଳନ କଲେ ନାହିଁ।” See the chapter |