ଯିରିମୀୟ 12:17 - ପବିତ୍ର ବାଇବଲ17 ମାତ୍ର ଯେବେ କୌଣସି ଗୋଷ୍ଠୀ ଆମ୍ଭର ବାର୍ତ୍ତା ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ମୃତ ଉଦ୍ଭିଦ ସଦୃଶ ଉତ୍ପାଟନ କରି ଫିଙ୍ଗିଦେବା।” ଏହା ସଦାପ୍ରଭୁ କହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଯେବେ ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି। See the chapterଓଡିଆ ବାଇବେଲ17 ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକି ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା,” ଏହା ସଦାପ୍ରଭୁ କହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଯଦି ସେମାନେ ଶୁଣିବେ ନାହିଁ, ତେବେ ଆମ୍ଭେ ସେହି ଗୋଷ୍ଠୀକୁ ଉତ୍ପାଟନ କରିବା, ଉତ୍ପାଟନ କରି ତାହା ନଷ୍ଟ କରିବା, ଏହା ସଦାପ୍ରଭୁ କହନ୍ତି।” See the chapter |