ଯିରିମୀୟ 12:2 - ପବିତ୍ର ବାଇବଲ2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନଙ୍କର ମୂଳ ଦୃଢ଼ ହୋଇଅଛି। ସେମାନେ ବଡ଼ ଫୁଲ ଫଳ ଦିଅନ୍ତି। ସେମାନେ ଯଦିଓ ମୁହଁରେ କହନ୍ତି, ତୁମ୍ଭେ ଆମ୍ଭର ଅତିପ୍ରିୟ, ମାତ୍ର ପ୍ରକୃତରେ ସେମାନେ ଅନ୍ତଃକରଣରେ ତୁମ୍ଭଠାରୁ ଦୂରରେ ଥା’ନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ। See the chapterଓଡିଆ ବାଇବେଲ2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ। See the chapter |