Online Bible

- Advertisements -




ଯିରିମୀୟ 13:4 - ପବିତ୍ର ବାଇବଲ

4 “ହେ ଯିରିମିୟ, ତୁମ୍ଭେ କଟି ଦେଶରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ ସେଠାସ୍ଥିତ ଏକ ପଥର ତଳେ ଲୁଗ୍ଭଇ ରଖ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ-ଛିଦ୍ରରେ ଲୁଚାଇ ରଖ।

See the chapter Copy

ଓଡିଆ ବାଇବେଲ

4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”

See the chapter Copy




ଯିରିମୀୟ 13:4

Follow us:

Advertisements


Advertisements