ଯିରିମୀୟ 14:19 - ପବିତ୍ର ବାଇବଲ19 ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା। See the chapterପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ ! See the chapterଓଡିଆ ବାଇବେଲ19 ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି ? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ! See the chapter |