ଯିରିମୀୟ 16:8 - ପବିତ୍ର ବାଇବଲ8 “ପୁଣି ତୁମ୍ଭର ନିଶ୍ଚୟ ଭୋଜି ହେଉଥିବା ଗୃହକୁ ପାନ କିଅବା ଭୋଜନ ନିମନ୍ତେ ଯିବା ଉଚିତ୍ ନୁହେଁ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ। See the chapterଓଡିଆ ବାଇବେଲ8 ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ତୁମ୍ଭେ ଭୋଜନପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ। See the chapter |