ଯିରିମୀୟ 17:14 - ପବିତ୍ର ବାଇବଲ14 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁସ୍ଥ କଲେ ମୁଁ ପ୍ରକୃତରେ ସୁସ୍ଥ ହେବି। ତୁମ୍ଭେ ଯଦି ମୋତେ ପରିତ୍ରାଣ କର, ତେବେ ମୁଁ ପରିତ୍ରାଣ ପାଇବି। କାରଣ ତୁମ୍ଭେ ମୋର ପ୍ରଶଂସାର ଭୂମି। See the chapterପବିତ୍ର ବାଇବଲ (Re-edited) - (BSI)14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। See the chapterଓଡିଆ ବାଇବେଲ14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। See the chapter |