ଯିରିମୀୟ 17:22 - ପବିତ୍ର ବାଇବଲ22 ଆଉ ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ। କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ। ମାତ୍ର ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ କର। ଆମ୍ଭେ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। See the chapterପବିତ୍ର ବାଇବଲ (Re-edited) - (BSI)22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପ ଆଜ୍ଞା କରିଥିଲୁ। See the chapterଓଡିଆ ବାଇବେଲ22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ। See the chapter |