ଯିରିମୀୟ 17:6 - ପବିତ୍ର ବାଇବଲ6 ସେହି ମନ୍ଦ ବ୍ୟକ୍ତି ମରୁଭୂମିସ୍ଥିତ ଝାଉଁବୃକ୍ଷ ତୁଲ୍ୟ ହେବ। ସେ ମଙ୍ଗଳ ଉପସ୍ଥିତ ହେବା ଦେଖିବ ନାହିଁ। ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବେ। See the chapterପବିତ୍ର ବାଇବଲ (Re-edited) - (BSI)6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। See the chapterଓଡିଆ ବାଇବେଲ6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। See the chapter |