ଯିରିମୀୟ 18:14 - ପବିତ୍ର ବାଇବଲ14 ତୁମ୍ଭେମାନେ ଜାଣ ଲିବାନୋନ କ୍ଷେତ୍ରସ୍ଥ ଶୈଳ ଉପରିସ୍ଥ ହିମସବୁ କେବେ ତରଳି ଯିବ ନାହିଁ ଓ ଝରଣାର ସୁଶୀତଳ ଜଳ କେବେ ଶୁଷ୍କ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ? See the chapterଓଡିଆ ବାଇବେଲ14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଲିବାନୋନର ହିମ କି କ୍ଷେତ୍ରସ୍ଥ ଶୈଳରେ ଅଭାବ ହେବ? କିଅବା ଦୂରରୁ ପ୍ରବାହିତ ସୁଶୀତଳ ଜଳସ୍ରୋତ କି ଶୁଷ୍କ ହେବ? See the chapter |