ଯିରିମୀୟ 18:9 - ପବିତ୍ର ବାଇବଲ9 ପୁଣି ଏକ ସମୟ ଆସିବ ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା; See the chapterଓଡିଆ ବାଇବେଲ9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକି ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯେତେବେଳେ ଆମ୍ଭେ କୌଣସି ଗୋଷ୍ଠୀକୁ ରାଜ୍ୟ ବିଷୟରେ ଗଠନ ଓ ରୋପଣର କଥା କହିବା; See the chapter |