ଯିରିମୀୟ 19:11 - ପବିତ୍ର ବାଇବଲ11 ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫତ୍ରେ କବର ନେବେ।’ See the chapterପବିତ୍ର ବାଇବଲ (Re-edited) - (BSI)11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ। See the chapterଓଡିଆ ବାଇବେଲ11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ। See the chapter |