ଯିରିମୀୟ 19:15 - ପବିତ୍ର ବାଇବଲ15 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଦଣ୍ଡାଜ୍ଞା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା କାରଣ ସେମାନେ ମୋର ବାକ୍ୟ ନ ମାନି ଅବାଧ୍ୟ ହୋଇଅଛନ୍ତି।’” See the chapterପବିତ୍ର ବାଇବଲ (Re-edited) - (BSI)15 ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି। See the chapterଓଡିଆ ବାଇବେଲ15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 “ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।” See the chapter |