ଯିରିମୀୟ 2:18 - ପବିତ୍ର ବାଇବଲ18 ଆଉ ଏବେ ଶୀହୋରର ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ? See the chapterପବିତ୍ର ବାଇବଲ (Re-edited) - (BSI)18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ? See the chapterଓଡିଆ ବାଇବେଲ18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ? See the chapter |