ଯିରିମୀୟ 2:34 - ପବିତ୍ର ବାଇବଲ34 ତୁମ୍ଭ ହସ୍ତରେ ଦରିଦ୍ର ନିର୍ଦ୍ଦୋଷ ପ୍ରାଣର ରକ୍ତ ଦେଖାଯାଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣରେ ରକ୍ତପାତ କରିଅଛ। See the chapterପବିତ୍ର ବାଇବଲ (Re-edited) - (BSI)34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। See the chapterଓଡିଆ ବାଇବେଲ34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। See the chapter |