ଯିରିମୀୟ 2:8 - ପବିତ୍ର ବାଇବଲ8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦ୍ଗମନ କଲେ।” See the chapterପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ। See the chapterଓଡିଆ ବାଇବେଲ8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। See the chapter |