ଯିରିମୀୟ 22:13 - ପବିତ୍ର ବାଇବଲ13 “ଯିହୋୟାକୀମ୍ ଜଣେ ଅଧର୍ମୀ ରାଜା ଥିଲେ ଯିଏ କି ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ, ଯିଏ ବିନା ମୂଲ୍ୟରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାଙ୍କୁ କିଛି ବେତନ ଦିଏ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; See the chapterଓଡିଆ ବାଇବେଲ13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ; See the chapter |