ଯିରିମୀୟ 22:7 - ପବିତ୍ର ବାଇବଲ7 ତୁମ୍ଭର ପ୍ରାସାଦକୁ ଧ୍ୱଂସ କରିବାକୁ ପ୍ରତ୍ୟେକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସେମାନେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନିରେ ପକାଇବେ। See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ। See the chapterଓଡିଆ ବାଇବେଲ7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇଦେବେ। See the chapter |