ଯିରିମୀୟ 23:1 - ପବିତ୍ର ବାଇବଲ1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନରେ ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।” See the chapterପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରା-ସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର! See the chapterଓଡିଆ ବାଇବେଲ1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!” See the chapter |