ଯିରିମୀୟ 23:30 - ପବିତ୍ର ବାଇବଲ30 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” See the chapterପବିତ୍ର ବାଇବଲ (Re-edited) - (BSI)30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। See the chapterଓଡିଆ ବାଇବେଲ30 ଏଥିପାଇଁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିପାଇଁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ। See the chapter |