ଯିରିମୀୟ 23:38 - ପବିତ୍ର ବାଇବଲ38 ମାତ୍ର ‘ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କୁହ ନାହିଁ। ତୁମ୍ଭେମାନେ ଯଦି ଏହିକଥା କୁହ, ତେବେ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କର ଭାରୋକ୍ତି ନ କହିବାକୁ କହିଥିଲୁ, ତଥାପି ତୁମ୍ଭେମାନେ ସେହି ଉଚ୍ଚ ଶବ୍ଦ ବ୍ୟବହାର କଲ?’ See the chapterପବିତ୍ର ବାଇବଲ (Re-edited) - (BSI)38 ମାତ୍ର ସଦାପ୍ରଭୁଙ୍କର ଭାରୋକ୍ତି, ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତିଣ: ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ। See the chapterଓଡିଆ ବାଇବେଲ38 ମାତ୍ର “ସଦାପ୍ରଭୁଙ୍କର ଭାରୋକ୍ତି,” ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି : “ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହୁଅଛ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ମାତ୍ର ‘ସଦାପ୍ରଭୁଙ୍କର ଭାରୋକ୍ତି,’ ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି: ‘ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ,’ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି ବୋଲି କହୁଅଛ।’ See the chapter |