ଯିରିମୀୟ 24:2 - ପବିତ୍ର ବାଇବଲ2 ଗୋଟିଏ ଡାଲାରେ ଆଦ୍ୟ ପକ୍ୱ ଡିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲାରେ ଏପରି ଅତି ମନ୍ଦ ଡିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପଯୋଗୀ ନ ଥିଲା। See the chapterପବିତ୍ର ବାଇବଲ (Re-edited) - (BSI)2 ଏକ ଡାଲାରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ଅତି ଉତ୍ତମ ଡିମିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। See the chapterଓଡିଆ ବାଇବେଲ2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ। See the chapter |