ଯିରିମୀୟ 25:20 - ପବିତ୍ର ବାଇବଲ20 ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଏବଂ ଅସ୍କିଲୋନ, ଘଷା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି। See the chapterପବିତ୍ର ବାଇବଲ (Re-edited) - (BSI)20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଉଷ୍ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘଷା ଓ ଇକ୍ରୋଣ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି; See the chapterଓଡିଆ ବାଇବେଲ20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି; See the chapter |