ଯିରିମୀୟ 25:25 - ପବିତ୍ର ବାଇବଲ25 ମୁଁ ମଧ୍ୟ ସିମ୍ରୀ, ଐଲମ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି। See the chapterପବିତ୍ର ବାଇବଲ (Re-edited) - (BSI)25 ଆଉ, ସିମ୍ରୀର ସମସ୍ତ ରାଜାଙ୍କୁ ଓ ଏଲମର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ; See the chapterଓଡିଆ ବାଇବେଲ25 ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଆଉ, ସିମ୍ରିର ସମସ୍ତ ରାଜାଙ୍କୁ, ଏଲମ୍ର ସମସ୍ତ ରାଜାଙ୍କୁ ଓ ମାଦୀୟମାନଙ୍କର ସମସ୍ତ ରାଜାଙ୍କୁ; See the chapter |