ଯିରିମୀୟ 25:32 - ପବିତ୍ର ବାଇବଲ32 ପୁରି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀରେ ମହା ତୋଫାନ ଉଠିବ।” See the chapterପବିତ୍ର ବାଇବଲ (Re-edited) - (BSI)32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରା; ସୀମାରୁ ଏକ ମହାତୋଫାନ ଉଠିବ। See the chapterଓଡିଆ ବାଇବେଲ32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହା ତୋଫାନ ଉଠିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ ଓ ପୃଥିବୀର ପ୍ରାନ୍ତ ସୀମାରୁ ଏକ ମହାତୋଫାନ ଉଠିବ। See the chapter |