ଯିରିମୀୟ 27:12 - ପବିତ୍ର ବାଇବଲ12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ। See the chapterପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ। See the chapterଓଡିଆ ବାଇବେଲ12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ। See the chapter |