ଯିରିମୀୟ 27:14 - ପବିତ୍ର ବାଇବଲ14 ପୁଣି ମିଥ୍ୟା ଭବିଷ୍ୟଦ୍ବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ‘ତୁମ୍ଭେମାନେ ବାବିଲ ରାଜାର ସେବା କର ନାହିଁ।’ “ତୁମ୍ଭେମାନେ ସେମାନଙ୍କର କଥାକୁ ଶୁଣିବା ଉଚିତ୍ ନୁହେଁ। କାରଣ ସେମାନେ ମିଥ୍ୟାବାଦୀ ପ୍ରଗ୍ଭର କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)14 ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। See the chapterଓଡିଆ ବାଇବେଲ14 ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି। See the chapter |