ଯିରିମୀୟ 27:17 - ପବିତ୍ର ବାଇବଲ17 ତୁମ୍ଭେମାନେ ସେମାନଙ୍କ କଥାରେ ଧ୍ୟାନ ଦିଅ ନାହିଁ। ବାବିଲ ରାଜାର ସେବା କର, ତାହାହେଲେ ତୁମ୍ଭେମାନେ ବଞ୍ଚିବ। ଆଉ ଏହି ନଗର ଯିରୁଶାଲମକୁ କାହିଁକି ଧ୍ୱଂସ କରିବାକୁ ଦେବ? See the chapterପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ? See the chapterଓଡିଆ ବାଇବେଲ17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ ?” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ? See the chapter |