ଯିରିମୀୟ 27:22 - ପବିତ୍ର ବାଇବଲ22 ‘ସେହିସବୁ ବାବିଲକୁ ଅଣାଯିବ ଏବଂ ଆମ୍ଭେ ସେଗୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ଯ୍ୟନ୍ତ ସେ ସବୁ ସେ ସ୍ଥାନରେ ଥିବ।’ ପୁଣି ସଦାପ୍ରଭୁ କହନ୍ତି, ‘ତାହାପରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫେରାଇ ଆଣିବା।’” See the chapterପବିତ୍ର ବାଇବଲ (Re-edited) - (BSI)22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା। See the chapterଓଡିଆ ବାଇବେଲ22 “ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ,” ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।” See the chapter |