ଯିରିମୀୟ 29:23 - ପବିତ୍ର ବାଇବଲ23 ସେମାନେ ଇସ୍ରାଏଲରେ ଅତି ମନ୍ଦ ଆଚରଣ କରିଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀ ସ୍ତ୍ରୀ ସହିତ ବ୍ୟଭିଗ୍ଭର କରିଅଛନ୍ତି। ଆମ୍ଭେ ଆଜ୍ଞା କରି ନାହୁଁ, କିନ୍ତୁ ସେମାନେ ଆମ୍ଭ ନାମରେ ମିଥ୍ୟା କଥା କହି ଅଛନ୍ତି। ସଦାପ୍ରଭୁ କହନ୍ତି, ଆମ୍ଭେ ଏହା ଜାଣୁ ଓ ଆମ୍ଭେ ଏଥିପାଇଁ ସାକ୍ଷୀ ଅଛୁ।” See the chapterପବିତ୍ର ବାଇବଲ (Re-edited) - (BSI)23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ। See the chapterଓଡିଆ ବାଇବେଲ23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’” See the chapter |