ଯିରିମୀୟ 29:28 - ପବିତ୍ର ବାଇବଲ28 ଯିରିମିୟ ଆମ୍ଭମାନଙ୍କ ନିକଟକୁ ଏହି ବାର୍ତ୍ତା ଦେଇଅଛି, ତୁମ୍ଭେମାନେ ବାବିଲରେ ଦୀର୍ଘକାଳ ନିର୍ବାସିତ ହୋଇଅଛ। ତେଣୁ ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଉପଭୋଗ କର।’” See the chapterପବିତ୍ର ବାଇବଲ (Re-edited) - (BSI)28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର। See the chapterଓଡିଆ ବାଇବେଲ28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’” See the chapter |