ଯିରିମୀୟ 29:7 - ପବିତ୍ର ବାଇବଲ7 ଆମ୍ଭେ ଯେଉଁ ନଗରକୁ ତୁମ୍ଭମାନଙ୍କୁ ନିର୍ବାସିତ କରିଅଛୁ ତାହାର ମଙ୍ଗଳ କର ଓ ସେହି ନଗର ନିମନ୍ତେ ସଦାପ୍ରଭୁଙ୍କୁ ପ୍ରାର୍ଥନା କର। କାରଣ ସେଠାରେ ଶାନ୍ତି ଆସିଲେ ତୁମ୍ଭମାନଙ୍କର ଶାନ୍ତି ଆସିବ।” See the chapterପବିତ୍ର ବାଇବଲ (Re-edited) - (BSI)7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ। See the chapterଓଡିଆ ବାଇବେଲ7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।’” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ। See the chapter |