ଯିରିମୀୟ 30:10 - ପବିତ୍ର ବାଇବଲ10 ଏଣୁ ସଦାପ୍ରଭୁ କହନ୍ତି, “ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ। କେହି ତାହାକୁ ଭୟ ଦେଖାଇବେ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)10 ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। See the chapterଓଡିଆ ବାଇବେଲ10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ। See the chapter |