ଯିରିମୀୟ 31:14 - ପବିତ୍ର ବାଇବଲ14 ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ। ଏହା ସଦାପ୍ରଭୁ କହନ୍ତି।” See the chapterପବିତ୍ର ବାଇବଲ (Re-edited) - (BSI)14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ, ଏହା ସଦାପ୍ରଭୁ କହନ୍ତି। See the chapterଓଡିଆ ବାଇବେଲ14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ଆମ୍ଭର ଉତ୍ତମତାରେ ପରିତୃପ୍ତ ହେବେ,” ଏହା ସଦାପ୍ରଭୁ କହନ୍ତି। See the chapter |