ଯିରିମୀୟ 31:19 - ପବିତ୍ର ବାଇବଲ19 ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି। ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ ଲଜ୍ଜିତ ଓ ବ୍ୟାକୁଳ ହେଲି।’” See the chapterପବିତ୍ର ବାଇବଲ (Re-edited) - (BSI)19 ମୁଁ ଫେରିଲା ଉତ୍ତାରେ ନିତା; ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି। See the chapterଓଡିଆ ବାଇବେଲ19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ଫେରିଲା ଉତ୍ତାରେ ନିତାନ୍ତ ଅନୁତାପ କଲି ଓ ଶିକ୍ଷା ପାଇଲା ଉତ୍ତାରେ ଆପଣା ଊରୁ ଦେଶରେ ଆଘାତ କଲି; ମୁଁ ଆପଣା ଯୌବନ କାଳରେ ଅପମାନ ଭୋଗ କରିବାରୁ ଲଜ୍ଜିତ ଓ ବ୍ୟାକୁଳ ହେଲି।’ See the chapter |