ଯିରିମୀୟ 31:22 - ପବିତ୍ର ବାଇବଲ22 ହେ ଅବିଶ୍ୱସ୍ତା କନ୍ୟା, ତୁମ୍ଭେ କେତେକାଳ ଏଣେତେଣେ ଭ୍ରମଣ କରିବ? “କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।” See the chapterପବିତ୍ର ବାଇବଲ (Re-edited) - (BSI)22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ। See the chapterଓଡିଆ ବାଇବେଲ22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।” See the chapter |