ଯିରିମୀୟ 31:31 - ପବିତ୍ର ବାଇବଲ31 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା। See the chapterପବିତ୍ର ବାଇବଲ (Re-edited) - (BSI)31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; See the chapterଓଡିଆ ବାଇବେଲ31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା, ଏପରି ସମୟ ଆସୁଅଛି; See the chapter |