ଯିରିମୀୟ 32:2 - ପବିତ୍ର ବାଇବଲ2 ସେତେବେଳେ ବାବିଲ ରାଜାର ସୈନ୍ୟଗଣ ଯିରୁଶାଲମ ଅବରୋଧ କରୁଥିଲେ ଓ ଯିରିମିୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିଲେ। See the chapterଓଡିଆ ବାଇବେଲ2 ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ବାବିଲ ରାଜାର ସୈନ୍ୟଗଣ ଯିରୂଶାଲମ ଅବରୋଧ କରୁଥିଲେ; ପୁଣି, ଯିରିମୀୟ ଭବିଷ୍ୟଦ୍ବକ୍ତା ଯିହୁଦାର ରାଜଗୃହର ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିଲେ। See the chapter |