ଯିରିମୀୟ 32:22 - ପବିତ୍ର ବାଇବଲ22 “ହେ ସଦାପ୍ରଭୁ, ତୁମ୍ଭେ ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ। See the chapterପବିତ୍ର ବାଇବଲ (Re-edited) - (BSI)22 ଆଉ, ଏହି ଯେଉଁ ଦୁଗ୍ଧମଧୁପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପିତୃପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ; See the chapterଓଡିଆ ବାଇବେଲ22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ; See the chapter |