ଯିରିମୀୟ 32:4 - ପବିତ୍ର ବାଇବଲ4 ଆଉ ଯିହୁଦାର ରାଜା ସିଦିକିୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ସେ ନିଶ୍ଚିତ ବାବିଲ ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖା-ସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ସେ ତାହା ଦେଖିବ। See the chapterପବିତ୍ର ବାଇବଲ (Re-edited) - (BSI)4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲ-ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ଵଚକ୍ଷୁରେ ତାହାର ଚକ୍ଷୁ ଦେଖିବ; See the chapterଓଡିଆ ବାଇବେଲ4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯିହୁଦାର ରାଜା ସିଦିକୀୟ କଲ୍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ; See the chapter |