ଯିରିମୀୟ 33:24 - ପବିତ୍ର ବାଇବଲ24 “ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କେବେ ତାହା ବିବେଚନା କରିଛ? ସେମାନେ କହନ୍ତି, ‘ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।” ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ରହିବେ ନାହିଁ।’” See the chapterପବିତ୍ର ବାଇବଲ (Re-edited) - (BSI)24 ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ। See the chapterଓଡିଆ ବାଇବେଲ24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 “ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ। See the chapter |