Online Bible

- Advertisements -




ଯିରିମୀୟ 34:19 - ପବିତ୍ର ବାଇବଲ

19 ପୁଣି ଯିହୁଦାର ଅଧିପତିଗଣଙ୍କୁ, ଯିରୁଶାଲମର ଅଧିପତିମାନଙ୍କୁ ନପୁଂସକମାନଙ୍କୁ, ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ ଯେଉଁମାନେ ଗୋବତ୍ସର ଦୁଇଖଣ୍ଡ ମଧ୍ୟଦେଇ ଗମନ କଲେ ସେମାନଙ୍କୁ ମଧ୍ୟ ସମର୍ପଣ କରିବା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ତର ମଧ୍ୟ ଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;

See the chapter Copy

ଓଡିଆ ବାଇବେଲ

19 ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟ ଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଅର୍ଥାତ୍‍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ଡର ମଧ୍ୟଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;

See the chapter Copy




ଯିରିମୀୟ 34:19

Follow us:

Advertisements


Advertisements