ଯିରିମୀୟ 34:2 - ପବିତ୍ର ବାଇବଲ2 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକିୟଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ବାବିଲର ରାଜା ହସ୍ତରେ ଯିରୁଶାଲମକୁ ସମର୍ପଣ କରିବା, ତାହାକୁ ସେ ଅଗ୍ନିରେ ଦଗ୍ଧ କରିବ। See the chapterପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ। See the chapterଓଡିଆ ବାଇବେଲ2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ। See the chapter |