ଯିରିମୀୟ 35:5 - ପବିତ୍ର ବାଇବଲ5 ପୁଣି ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସ ପୂର୍ଣ୍ଣ କେତେକ ଭାଣ୍ଡ ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।” See the chapterପବିତ୍ର ବାଇବଲ (Re-edited) - (BSI)5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର। See the chapterଓଡିଆ ବାଇବେଲ5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, ‘ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।’ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।” See the chapter |