ଯିରିମୀୟ 35:7 - ପବିତ୍ର ବାଇବଲ7 ଆଉ ମଧ୍ୟ ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ, କିଅବା ବୀଜ ବୁଣିବ ନାହିଁ କିଅବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ ଅବା ତହିଁର ଅଧିକାରୀ ହେବ ନାହିଁ। ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’ See the chapterପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ଵୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ। See the chapterଓଡିଆ ବାଇବେଲ7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’ See the chapter |