Online Bible

- Advertisements -




ଯିରିମୀୟ 36:2 - ପବିତ୍ର ବାଇବଲ

2 “ହେ ଯିରିମିୟ, ଗୋଟିଏ ନଳାକାର ପୁସ୍ତକ ନିଅ। ଆମ୍ଭେ ଯୋଶିୟ ରାଜାଙ୍କ ରାଜତ୍ୱ କାଳରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲ, ଯିହୁଦା ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା କରିଅଛୁ, ସେ ସମସ୍ତ ସେହି ପୁସ୍ତକରେ ଲେଖ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ।

See the chapter Copy

ଓଡିଆ ବାଇବେଲ

2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ଵ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଖଣ୍ଡେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟଙ୍କ ରାଜତ୍ୱ ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେହି ସମସ୍ତ ବାକ୍ୟ ତହିଁରେ ଲେଖ।

See the chapter Copy




ଯିରିମୀୟ 36:2

Follow us:

Advertisements


Advertisements