ଯିରିମୀୟ 38:23 - ପବିତ୍ର ବାଇବଲ23 “ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କଲ୍ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।” See the chapterପବିତ୍ର ବାଇବଲ (Re-edited) - (BSI)23 ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ। See the chapterଓଡିଆ ବାଇବେଲ23 ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।” See the chapter |