Online Bible

- Advertisements -




ଯିରିମୀୟ 38:27 - ପବିତ୍ର ବାଇବଲ

27 ଏହା ପରେ ଅଧିପତିଗଣ ଯିରିମିୟଙ୍କ ନିକଟକୁ ଆସିଲେ ଓ ତାଙ୍କୁ ପ୍ରଶ୍ନ କଲେ। ଆଉ ସେ କହିଲେ, ଯାହା ରାଜା ତାଙ୍କୁ କହିବା ପାଇଁ କହିଥିଲେ। ତହୁଁ ସେମାନେ ଯିରିମିୟଙ୍କୁ ପ୍ରଶ୍ନ ପଗ୍ଭରିବା ବନ୍ଦ କଲେ। କାରଣ କେହି ଯିରିମିୟ ଓ ରାଜାଙ୍କର ବାର୍ତ୍ତାଳାପ ଛପି ଶୁଣିପାରିଲେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 ଏଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।

See the chapter Copy

ଓଡିଆ ବାଇବେଲ

27 ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।

See the chapter Copy




ଯିରିମୀୟ 38:27

Follow us:

Advertisements


Advertisements